Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷ୍ଟେସନରୁ ଗଞ୍ଜେଇ ଜବତ: ୨ ଯୁବକ ଗିରଫ୍

by ସଞ୍ଜୟ ସ୍ୱାଇଁ
April 24, 2021
in Crime, State
ଷ୍ଟେସନରୁ ଗଞ୍ଜେଇ ଜବତ: ୨ ଯୁବକ ଗିରଫ୍
431
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କଡ଼ା ସୁରକ୍ଷାର ବଳୟ ଭିତରୁ ଜବତ ହୋଇଛି ସାଢେ ୨୮କେଜି ଗଞ୍ଜେଇ । ଗଞ୍ଜେଇ ଜବତ ହେବା ଆରପିଏଫର ଏସଟିଏଫ୍ ଟିମ୍ ୨ଜଣ ଯୁବକଙ୍କୁ ଗରିଫ କରିଛି । ସୂଚନାନୁସାରେ, କୋଭିଡ ପାଇ ରାଜ୍ୟ ସରକାର ଶନି ଓ ରବି ଦୁଇ ଦିନିଆ ସଟଡାଉନ୍ ଘୋଷଣା କରିବାର ସୁଯୋଗ ନେଇ ଗଞ୍ଜେଇ ବ୍ୟବସାୟୀ ଚାଲାଣ କରୁଥିବା ବେଳେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ଠାରେ ଆରପିଏଫର ଏସଟିଏଫ୍ ଟିମ୍ ଯାଞ୍ଚ କରୁଥିବା ବେଳେ ଦୁଇ ଜଣ ଯୁବକଙ୍କ ଠାରୁ ସାଢେ ୨୮ କେଜି ଗଞ୍ଜେଇ ଜବତ କରିବା ସହିତ ଉଭୟଙ୍କୁ ଗିରଫ୍ କରିଥିବା ଜଣାପଡିଛି । ଗିରଫ୍ ହୋଇଥିବା ଦୁଇଜଣଙ୍କ ମଧ୍ୟରୁ ଜଣେ ଗଞ୍ଜେଇ ବ୍ୟବସାୟୀ ହେଜେ ବି.ଟେକ୍ ଛାତ୍ର ହୋଇଥିବା ବେଳେ ଆଉ ଜଣେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳର ବୋଲି ଜଣାପଡିଛି । ଉଭୟଙ୍କୁ ମଧ୍ୟ କୋର୍ଟ ଚାଲାଣ କରାଯାଇଥିବା ନେଇ ଜିଆରପି ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!