Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଭିନେତ୍ରୀ ପୂଜା ହେଗଡେ କରୋନା ସଂକ୍ରମିତ

by ସଞ୍ଜୟ ସ୍ୱାଇଁ
April 26, 2021
in State
ଅଭିନେତ୍ରୀ ପୂଜା ହେଗଡେ କରୋନା ସଂକ୍ରମିତ
182
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କରୋନା ଭାଇରସର ଦ୍ୱିତୀୟ ଲହର ସମଗ୍ର ଦେଶରେ ଉତ୍ତେଜନା ସୃଷ୍ଟି କରିଛି । ସାଧାରଣ ଜନତାଙ୍କ ସହ ବଲିଉଡର ସେଲିବ୍ରେଟମାନେ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି । ନିକଟରେ ଅଭିନେତ୍ରୀ ପୂଜା ହେଗେଡେ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ପୂଜା ହେଗେଡ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ସଂକ୍ରମଣ ବିଷୟରେ ସୂଚନା ଦେଇଛନ୍ତି । ସେ ଟ୍ୱିଟରରେ ଏକ ପୋଷ୍ଟ ସେୟାର କରିଛନ୍ତି । ଯେଉଁଥିରେ ସେ ଲେଖିଛନ୍ତି, ‘ମୁଁ ତୁମ ସମସ୍ତଙ୍କୁ ଜଣାଇବାକୁ ଚାହୁଁଛି ଯେ ମୋର କୋଭିଡ ୧୯ ଟେଷ୍ଟ ପଜିଟିଭ୍ ହୋଇଛି । ମୁଁ ସମସ୍ତ ପ୍ରୋଟୋକଲ୍ ଅନୁସରଣ କରି ନିଜକୁ କ୍ୱାରେଣ୍ଟାଇନ୍ କରିଛି । ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେଉଁମାନେ ନିକଟରେ ମୋ ସମ୍ପର୍କରେ ଆସିଛନ୍ତି ସେମାନେ ନିଜର ଟେଷ୍ଟ କରାଇ ନିଅନ୍ତୁ । ଆପଣଙ୍କ ଭଲପାଇବା ଏବଂ ସମର୍ଥନ ପାଇଁ ଧନ୍ୟବାଦ । ମୁଁ ବର୍ତ୍ତମାନ ଭଲ ଅଛି ଦୟାକରି ଆପଣ ସମସ୍ତେ ଘରେ ରୁହନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ । ପୂଜା ଅନେକ ଅପକମିଙ୍ଗ ପ୍ରୋଜେକ୍ଟରେ ନଜର ଆସିବେ । ଯେଉଁଥିରେ ସର୍କସ, ଆଚାର୍ଯ୍ୟ ଏବଂ ରାଧା ଶ୍ୟାମ । ନିକଟରେ ଅଭିନେତ୍ରୀଙ୍କର ଫିଲ୍ମ ‘ରାଧେ ଶ୍ୟାମ’ର ସୁଟିଂ ଆରମ୍ଭ ହେବାର ଥିଲା କିନ୍ତୁ କରୋନା କାରଣରୁ ତାହାକୁ ପୋଷ୍ଟପଣ୍ଡ କରି ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!