ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ବ୍ୟବସାୟୀ ମହାସଂଘ ପକ୍ଷରୁ ବଡ଼ ସୂଚନା । ମେ ୩ ତାରିଖ ଠାରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରହିବ । ଏଣିକି ଦୋକାନ ବଜାର ଦିନ ୨ଟାରୁ ଦୋକାନ ବଜାର ବନ୍ଦ ରହିବା ପାଇଁ ରାଜ୍ୟ ବ୍ୟବସାୟୀ ମହାସଂଘ ପକ୍ଷରୁ ସୂଚନା ଜାରି କରାଯାଇଛି । ରାଜ୍ୟରେ ଦିନ କୁ ଦିନ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏହାକୁ ଦୃଷ୍ଟିରେ ରାଜ୍ୟ ବ୍ୟବସାୟୀ ମହାସଂଘ ବଡ଼ ନିଷ୍ପତ୍ତି ନେଇଥିବା ଜଣାପଡିଛି । ପ୍ରଶାସନ ମଧ୍ୟ ଏଥିରେ ସହମତି ପ୍ରକାଶ କରିଥିବା ଜଣାପଡିଛି ।






