Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ଗଜନୀ ବାଉତି କ୍ରିକେଟ:ରଗଡିମଡା ବିଜୟୀ

by Sanjay Swain
May 1, 2021
in Sports
ମା ଗଜନୀ ବାଉତି କ୍ରିକେଟ:ରଗଡିମଡା ବିଜୟୀ
262
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା): ଓଡ଼ଗାଁବ୍ଲକ ଶରଧାପୁର ପଞ୍ଚାୟତ ଗୁଣ୍ଠାସାହି ମା ଗଜନୀ ବାଉତିର ୧୬ତମ କ୍ରିକେଟ ମ୍ୟାଚର ଦ୍ଵିତୀୟ ଦିନରେ ରଗଡିମଡା ଦଳ ସହିତ ଆମ୍ବରାପୁର ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା ।୧୨ ଓଭର ବିଶିଷ୍ଟ ମ୍ୟାଚରେ ଆମ୍ବରାପୁର ଦଳ ତାର ସମସ୍ତ ଉଇକେଟ ହରାଇ ୧୩୯ ରନ ସଂଗ୍ରହ କରିଥିଲା।ଜବାବରେ ରଗଡିମଡା ଦଳ ମାତ୍ର ୧ ଉଇକେଟ ହରାଇ ୧୦ ଓଭରରେ ୧୪୦ ରନ ବିଜୟ ଲକ୍ଷ୍ୟ ପୂରଣ କରିବାରେ ସକ୍ଷମ ହେଇଥିଲା ।ଆଜିର ଖେଳରେ ଶରଧାପୁର ଗ୍ରାମପଞ୍ଚାୟତ ସ୍ବେଚ୍ଛାସେବୀ ସମୀର ରାଉତ ମୁଖ୍ୟଅତିଥିଭାବେ ଯୋଗ ଦେଇଥିଲେ ।ଅନ୍ୟତମ ଅତିଥିଭାବେ ଓଡ଼ଗାଁ ଘରୋଇବସର ସମ୍ପାଦକ ଶ୍ରୀଧର ପ୍ରଧାନ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!