Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା:ସିଏମସିକୁ ଦିଆଯିବ ୧୦କୋଟି

by ସଞ୍ଜୟ ସ୍ୱାଇଁ
May 3, 2021
in Breaking, State
୬ରାଜ୍ୟକୁ ଅକ୍ସିଜେନ ଦେଲେ ନବୀନ ସରକାର
293
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କଟକ ମହାନଗର ନିଗମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡ଼ ଘୋଷଣା କରିଛନ୍ତି । କଟକ ମହାନଗର ନିଗମରେ କୋଭିଡ୍-୧୯ ପରିଚାଳନା କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେବାକୁ ଘେଷାଣ କରିଛନ୍ତି । ଏହା ପୂର୍ବରୁ ବିଏମସିକୁ ମଧ୍ୟ ୧୦ କୋଟି ଟଙ୍କାର ସହାୟତା ଦିଆଯାଇଥିଲା । ସୂଚନାନୁସାରେ, କଟକ ମହାନଗରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସିଏମ୍ ରିଲିଫ୍ ଫଣ୍ଡରୁ ୧୦କୋଟି ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି । ଏହି ଅର୍ଥ କୋଭିଡ୍-୧୯ ପରିଚାଳନାରେ ଖର୍ଚ୍ଚ କରାଯିବ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!