Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

by ସଞ୍ଜୟ ସ୍ୱାଇଁ
May 3, 2021
in Breaking, State
ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର
254
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର । ରାଜ୍ୟ ସରକାରଙ୍କ ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି । ୧୯୮୭ ବ୍ୟାଚର ଆଇଏଫଏସ ଅଭୟକାନ୍ତ ପାଠକ ସରକାରୀ ପଦବୀର ଅପବ୍ୟବହାର ସହ ଆୟ ବହିର୍ଭୁତ ଠୁଳ ଅଭିଯୋଗ ଥିଲା । ତାଙ୍କ ଅବସର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କ ନିକଟରେ ସୁପାରିସ କରିଥିଲେ । ସୂଚନାନୁସାରେ, ପୁଅ ଆକାଶ ପାଠକଙ୍କୁ ନକଲି ଟାଟା କମ୍ପାନିର ଏମଡି ହେବା ପାଇଁ କହିଥିଲେ ଅଭୟକାନ୍ତ ପାଠକ । ସ୍କାଇକିଙ୍ଗ ଠକେଇ ମାମଲାରେ ଦୁଇ ଦିନ ରିମାଣ୍ଡରେ ମଧ୍ୟ ଯାଇଥିଲେ ଅଭୟା ୬୫ ଲକ୍ଷ ଟଙ୍କାର ଠକେଇ ମାମଲାରେ ସାମିଲ ମଧ୍ୟ ଥିଲେ । ୨୦୧୬ ମସିହାରେ ତାଙ୍କ ପୁଅ ଆକାଶ ପାଠକ ପୁନେ ଡିଭିଜନରେ ଥିବା ଟାଟା ମୋଟରସର ମ୍ୟାନେଜିଙ୍ଗ ଡାଇରେକ୍ଟର ଭାବେ ସମସ୍ତଙ୍କୁ ପରିଚୟ ଦେଉଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!