Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମେ ୫ରେ ଶପଥ ନେବେ ମମତା ବାନାର୍ଜୀ

by ସଞ୍ଜୟ ସ୍ୱାଇଁ
May 3, 2021
in Breaking, State
ନିର୍ବାଚନ ତାରିଖ ଘୋଷଣାକୁ ମମତା ନିଆଁ
284
VIEWS
Share on FacebookShare on Twitter

ପଶ୍ଚିମବଙ୍ଗ,(ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର ଆସି ପହଂଚିଛି । ମେ ୫ତାରିଖରେ ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସୂଚନାନୁସାରେ, ପଶ୍ଚିନବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଲଗାତର ଭାବେ ତଋତୀୟ ଥର ପାଇଁ ସରକାର ଗଠନ କରିବ । ମମତା ବାନାର୍ଜୀ ନନ୍ଦିଗ୍ରାମରେ ପରାଜୟ ହୋଇଥିଲେ ମଧ୍ୟ ସଂଖ୍ୟା ଗରିଷ୍ଠତା ହାସଲ କରି ପଶ୍ଚିମବଙ୍ଗରେ ସରକାର ଗଠନ କରିବ । ଏଥି ପାଇଁ ପ୍ରସ୍ତୁତି ଜାରି ରହିଥିବା ବେଳେ ଆସନ୍ତା ମେ ୫ତାରିଖରେ ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଓ ମନ୍ତ୍ରୀ ମଣ୍ଡଳ ଶପଥ ନେବେ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!