Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦଦୋକାନକୁ ବିରୋଧ କରି ମହିଳା ମେଳି

by ସଞ୍ଜୟ ସ୍ୱାଇଁ
May 3, 2021
in State
ମଦଦୋକାନକୁ ବିରୋଧ କରି ମହିଳା ମେଳି
190
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ମଦ ଦୋକାନକୁ ବିରୋଧ କରି ମହିଳାଙ୍କ ରାସ୍ତାରୋକ । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧୀନ ପତରାଜପୁରଠାରେ ଥିବା ବିଦେଶୀ ମଦ ଦୋକାନକୁ ବିରୋଧ କରି ସ୍ଥାନୀୟ ମହିଳାଙ୍କ ରାସ୍ତାରୋକ । ସ୍ଥାନୀୟ ଅଞ୍ଚଳରେ ବିଦେଶୀ ମଦ ଦୋକାନ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଏକ ବିଦ୍ୟାଳୟ ଥିବାରୁ ଶିକ୍ଷା କ୍ଷେତ୍ରରେ ପ୍ରଭାବିତ ହେଉଛି । ସ୍ଥାନୀୟ ମହିଳାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାତିରେ ମଦୁଆମାନଙ୍କ ଆଡାସ୍ଥଳୀ ପାଲଟିଛି । ଯାହାକୁ ବିରୋଧ କରି ସ୍ଥାନୀୟ ମହିଳାମାନେ ପୂର୍ବରୁ ମଧ୍ୟ ମଦ ଦୋକାନ ଭଙ୍ଗା ରୁଜା କରିଥିବା ବେଳେ ବାଲିଚନ୍ଦ୍ରପୁର ପୋଲିସ ବୁଝାସୁଝା କରିବାରୁ ମହିଳାମାନେ ଆନ୍ଦୋଳନରୁ ହଟିଥିଲେ । ହେଲେ ପୁନର୍ବାର ମଦ ଦୋକାନ ଚାଲୁ ହୋଇଥିବାରୁ ମହିଳାମାନେ ବାଲିଚନ୍ଦ୍ରପୁର ଇନ୍ଦୁପୁର ରାସ୍ତାର ପତରାଜପୁରଠାରେ ରାସ୍ତାରେ ବଶି ପ୍ରତିବାଦ କରିଛନ୍ତି । ମଦ ବିରୋଧୀ ନାରାବାଜି କରିଥିଲେ । ଆଗାମୀ ଦିନରେ ମଦ ଦୋକାନ ଉଚ୍ଛେଦ କରାନଗଲେ ଆନ୍ଦୋଳନ ତୀବ୍ର ହେବ ବୋଲି ମହିଳାମାନେ ଚେତାବନୀ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!