Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏନଇଇଟି ପିଜି ପରୀକ୍ଷା ୪ମାସ ଘୁଂଚିଲା

by ସଞ୍ଜୟ ସ୍ୱାଇଁ
May 3, 2021
in Education, State
ଏନଇଇଟି ପିଜି ପରୀକ୍ଷା ୪ମାସ ଘୁଂଚିଲା
75
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଦ୍ୱିତୀୟ ଲହରୀରେ ମହାମାରୀ କରୋନା କାୟା ବିସ୍ତାରି ଚାଲିଥିବା ବେଳେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଏନଇଇଟି ପିଜି ପରୀକ୍ଷା ବାତିଲ୍ କରାଯାଇଛି । ଏହି ପରୀକ୍ଷାକୁ ୪ମାସ ଘୁଞ୍ଚାଯାଇଥିବା ଜଣାପଡିଛି । ସୂଚନାନୁସାରେ, ଦେଶରେ କରୋନା ସଙ୍କଟ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଡିକାଲ ଷ୍ଟାପଙ୍କ ସଂଖ୍ୟା ବଡ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି । ଯେଉଁଥି ପାଇଁ ନିଟ୍ ପିଜି ପରୀକ୍ଷା ୪ମାସ ପର୍ଯ୍ୟନ୍ତ ଘୁଞ୍ଚାଇଛନ୍ତି । ଏମବିବିଏସର ଅନ୍ତିମ ବର୍ଷର ଛାତ୍ରମାନେ କୋଭିଡ୍ ଡ୍ୟୁଟିରେ ନିୟୋଜିତ ହେବେ । କମ୍ ଲକ୍ଷଣ ଥିବା କରୋନା ରୋଗୀଙ୍କୁ ମନିଟରିଂ କରିବେ । ମେଡିକାଲ ଷ୍ଟାପରେ ଯେଉଁମାନେ କୋଭିଡ୍-୧୯ ଡ୍ୟୁଟିରେ ୧୦୦ଦିନ ପୁରଣ କରିଛନ୍ତି, ସେମାନଙ୍କୁ ସରକାରୀ ଚାକିରି ପାଇଁ ପ୍ରାଥମିକତା ଦିଆଯିବ ବୋଲି କୁହାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!