Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକଡାଉନ ବେଳେ ଅଟୋ ଡ୍ରାଇଭରଙ୍କୁ ମିଳିବ ୫ ହଜାର ଟଙ୍କା

by ସଞ୍ଜୟ ସ୍ୱାଇଁ
May 4, 2021
in NATIONAL NEWS
ଲକଡାଉନ ବେଳେ ଅଟୋ ଡ୍ରାଇଭରଙ୍କୁ ମିଳିବ ୫ ହଜାର ଟଙ୍କା
365
VIEWS
Share on FacebookShare on Twitter

ନୂଆଦିଲ୍ଲୀ (ବାଘୁଆବାର୍ତ୍ତା): କରୋନା ସଂକ୍ରମଣ ଯୋଗୁ ଦେଶର ରାଜଧାନୀ ଦିଲ୍ଲୀରେ ଲକଡାଉନ ଲାଗୁ କରାଯାଇଛି । ଏଥିଯୋଗୁ ଅଟୋ ଓ ଟ୍ୟାକ୍ସି ଡ୍ରାଇଭରମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଲାଘବ କରିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବଡ଼ ଘୋଷଣା କରିଛନ୍ତି । ସେ ରାଜଧାନୀର ସମସ୍ତ ଅଟୋ ଚାଳକ ଓ ଟ୍ୟାକ୍ସି ଡ୍ରାଇଭରଙ୍କୁ ୫ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିବେ ବୋଲି କହିଛନ୍ତି । ସେହିପରି ରାସନ କାର୍ଡଧାରୀଙ୍କୁ ୨ ମାସ ଯାଏ ମାଗଣାରେ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ । ଏହାଦ୍ୱାରା ୭୨ ଲକ୍ଷ ଲୋକ ଉପକୃତ ହେବେ ବୋଲି କେଜ୍ରିୱାଲ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!