Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚଶିକ୍ଷା ବିଭାଗର ଖରାଛୁଟି, ଅନଲାଇନ କ୍ଳାସ ଓ ପରୀକ୍ଷା ବନ୍ଦ

by ସଞ୍ଜୟ ସ୍ୱାଇଁ
May 4, 2021
in Education, State
ଉଚ୍ଚଶିକ୍ଷା ବିଭାଗର ଖରାଛୁଟି, ଅନଲାଇନ କ୍ଳାସ ଓ ପରୀକ୍ଷା ବନ୍ଦ
225
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କାଲିଠୁ ଉଚ୍ଚଶିକ୍ଷା ବିଭାଗର ଗ୍ରୀଷ୍ମଛୁଟି ଆରମ୍ଭ ହୋଇଛି । ଆସନ୍ତା ମେ’ ୫ ତାରିଖ ଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ଉଚ୍ଚଶିକ୍ଷା ବିଭାଗର ଗ୍ରୀଷ୍ମଛୁଟି ହେବ ବୋଲି ଘୋଷଣା ହୋଇଛି । ତେବେ ଖରାଛୁଟି ଅବଧିରେ ଅନଲାଇନ କ୍ଳାସ/ପରୀକ୍ଷା କରାଯିବାକୁ ମନା କରାଯାଇଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସବୁ ଶିକ୍ଷାନୁଷ୍ଠାନ କାଲିଠୁ ଛୁଟି ରହିବ । ଏନେଇ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି କରାଯାଇଛି । ସବୁ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜ ପ୍ରିନ୍ସପାଲଙ୍କୁ ଚିଠି ହୋଇଥିôବା ନେଇ ସୂଚନା ମିଳିଛି । ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିାଶ୍ର ଖରା ଛୁଟି ସମ୍ପର୍କରେ ଚିଠି କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!