Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରାଇମବ୍ରାଞ୍ଚ ଏସଟି ହାତରେ ୨ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ

by ସଞ୍ଜୟ ସ୍ୱାଇଁ
May 5, 2021
in Crime, State
କ୍ରାଇମବ୍ରାଞ୍ଚ ଏସଟି ହାତରେ ୨ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ
149
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କ୍ରାଇମବ୍ରାଞ୍ଚ ଏସଟିଏଫ ହାତରେ ୨ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ । ସେମାନଙ୍କ ଠାରୁ ୫ଟି ବନ୍ଧୁକ ଏସଟିଏଫ ଜବତ କରିଛି । ଗିରଫ ୨ ଅଭିଯୁକ୍ତ ହେଲେ ବିହାର ମୁଙ୍ଗେର ଅଞ୍ଚଳର ରବୀନ୍ଦ୍ର ପ୍ରସାଦ ଓ ବାଲେଶ୍ୱର ଜିଲ୍ଲା ଶ୍ରୀକୃଷ୍ଣପୁର ଗ୍ରାମର ବିଶ୍ୱନାଥ ବିଶୋୟୀ । ଭଦ୍ରକ ଜିଲ୍ଲା ରାଣୀତାଲ ନିକଟରେ ବନ୍ଧୁକ କାରବାର ଚାଲିଥିବା ଖବର ପାଇ କ୍ରାଇମବ୍ରାଞ୍ଚ ଏସଟିଏଫ ଚଢ଼ାଉ କରିଥିଲା । ସେଠାରେ ୫ଟି ୭ଏମଏମ ବନ୍ଧୁକ, ୭ଟି ମାଗାଜିନ ଓ ୭ ଅଫୁଟା ଗୁଳି ଏସଟିଏଫ ଜବତ କରିଛି । ଏଥିସହ ୨ ଜଣ ଗିରଫ କରିଛି । ଗତବର୍ଷକ ଭିତରେ ବେଆଇନ ବନ୍ଧୁକ କାରବାର ମାମଲାରେ ଏସଟିଏଫ ୨୭ଟି ବନ୍ଧୁକ ଓ ୬୧ଟି ଗୁଳି ଜବତ କରିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!