Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଲ୍ଲିକୋଟ କଲେଜକୁ ମିଳିଲା ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା

by ସଞ୍ଜୟ ସ୍ୱାଇଁ
May 5, 2021
in Education, State
ଲୋକଙ୍କ ପାଇଁ ବିଜ୍ଞାନ; ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
107
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାନୁସାରେ, ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ କଲେଜ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧିନରେ ଥିଲା । ବହୁ ପୁରାତନ କଲେଜ ଭାବେ ଖଲ୍ଲିକୋଟ ପରିଚିତ । ଏହା ଦକ୍ଷିଣ ଓଡ଼ିଶା ଲୋକଙ୍କ ଆଶା ଆକାଂକ୍ଷା ପୁରଣ ହେବ । ଯାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉକ୍ତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇବା ପରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମହଲରେ ଖୁସିଲହରୀ ଖେଳିଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!