Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦ୍ୱିତୀୟ ଲହରୀରେ ପ୍ରଥମ ମୁଣ୍ଡ ନେଲା କରୋନା

by ସଞ୍ଜୟ ସ୍ୱାଇଁ
May 5, 2021
in Feature News, State
ଦ୍ୱିତୀୟ ଲହରୀରେ ପ୍ରଥମ ମୁଣ୍ଡ ନେଲା କରୋନା
911
VIEWS
Share on FacebookShare on Twitter

ବଡ଼ମ୍ବା, (ବାଘୁଆବାର୍ତ୍ତା): ମହାମାରୀ କରୋନା ଦ୍ୱିତୀୟ ଲହରୀ ସମଗ୍ର ଦେଶ ଗ୍ରାସ କରି ଚାଲିଥିବା ବେଳେ ବଡ଼ମ୍ବା ଅଞ୍ଚଳରୁ ପ୍ରଥମ ମୃତ ହୋଇଥିବା ଜଣାପଡିଛି । ସୂଚନାନୁସାରେ, କଟକ ଜିଲ୍ଲା ବଡ଼ମ୍ବା ବ୍ଲକ୍ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମର ଜଣେ ୬୧ବର୍ଷିୟ ମହିଳା କିଛିଦିନ ତଳେ ମହାମାରୀ କରୋନାରେ ସଂକ୍ରମିତ ହୋଇଥିଲେ । ଆଜି ଉକ୍ତ ମହିଳାଙ୍କର ମୃତ୍ୟୁ ହୋଇଥିଲା । ତେବେ ପରିବାର ପକ୍ଷରୁ ଶବ ନେବା ପାଇଁ ରାଜି ନହେବାରୁ ବଡ଼ମ୍ବା ତହସିଦାର ଦେବଦତ୍ତ ମହାନ୍ତ ଓ ମାଣିଆବନ୍ଧ ମେଡିକାଲ ଅଧିକାରୀଙ୍କ ଉପସ୍ଥିତିରେ ଇଚ୍ଛାପୁର ସରପଞ୍ଚ ତଥା ଯୁବ ସମାଜସେବୀ ଚିନ୍ତାମଣି ସାମଲଙ୍କ ସହଯୋଗରେ ଶବଦାହ କରାଯାଇଥିବା ସୂଚନା ମିଳିଛି । କରୋନାରେ ମହିଳାଙ୍କ ମୃତ୍ୟୁ ହେବା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!