Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାହକ ସାଜି ପୁଲିସ ଧରିଲା ୬ ପେଟି କଫସିରଫ

by ସଞ୍ଜୟ ସ୍ୱାଇଁ
May 6, 2021
in Crime
ଗ୍ରାହକ ସାଜି ପୁଲିସ ଧରିଲା ୬ ପେଟି କଫସିରଫ
468
VIEWS
Share on FacebookShare on Twitter

ଖପ୍ରାଖୋଲ (ବାଘୁଆବାର୍ତ୍ତା): ଖପ୍ରାଖୋଲ ଥାନା ଅନ୍ତର୍ଗତ ଗମ୍ଭାରି ଛକଠାରେ ଏକ କାରରୁ ୬ ପେଟି କଫସିରଫ ଜବତ କରିଛି ପୁଲିସ । ଏଥିସହ ସେଥିରେ ଥିବା ଦୁଇ ଜଣଙ୍କୁ ଅଟକ ରଖି ପଚରା ଉଚରା ଜାରି ରଖିଛି । ସୂଚନାନୁସାରେ, ଖପ୍ରାଖୋଲ ପୁଲିସ କଫସିରଫ ବ୍ୟବସାୟ କରୁଥିବା ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ଦିର୍ଘ ଦିନ ହେଲା ଜାଲ ବିଛାଇଥିଲା । ଆଜି ପୁଲିସ ବିଭାଗର ଜଣେ କର୍ମଚାରୀ କୋରେସ୍କ ସିରଫ ଗ୍ରାହକ ସାଜି କ୍ରୟ କରିବା ପାଇଁ ଯୋଜନା ମୁତାବକ ରାସ୍ତାରେ ଅପେକ୍ଷା କରିଥିଲେ । କାରଟି ଗମ୍ଭାରି ଛକକୁ ଆସିବା କ୍ଷଣି ପୁଲିସ ଗାଡିଟିକୁ କାବୁ କରି ନେବା ସହ ଦୁଇ ଜଣ ଆସାମିଙ୍କୁ ଗିରଫ କରି ପଚରା ଉଚରା ଜାରି ରଖିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!