Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ତୃତୀୟ ଲହର ପାଇଁ ସର୍ତକ

by ସଞ୍ଜୟ ସ୍ୱାଇଁ
May 6, 2021
in Breaking, State
କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ତୃତୀୟ ଲହର ପାଇଁ ସର୍ତକ
126
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି । ମହାମାରୀ କରୋନାର ତୃତୀୟ ଲହର ପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଏବେଠୁ ସଜାଗ ରୁହ ନଚେତ୍ ଆଗାମୀ ଦିନରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ । ସେପେଟମ୍ବରରେ କରୋନାର ତୃତୀୟ ଲହର ଆସିପାରେ । ତୃତୀୟ ଲହରର ଟାର୍ଗେଟରେ ରହିବେ ଶିଶୁ । ଏନେଇ ଦିଲ୍ଲୀ ଏମସ୍ ନିର୍ଦ୍ଦେଶକଙ୍କ ପୂର୍ବାନୁମାନ କରାଯାଇଛି । ଆଗୁଆ ସତର୍କ ଓ ପ୍ରସ୍ତୁତ କର ନହେଲେ ସ୍ଥିତି ଅସମ୍ଭାଳ ହେବ । ପ୍ରଥମ ଲହରରେ ବୟସ୍କ ଓ ଦ୍ୱିତୀୟ ଲହରରେ ଯୁବଗୋଷ୍ଠୀ ଅଧିକ ଆକ୍ରାନ୍ତ ହୋଇଛନ୍ତି । ତୃତୀୟ ଲହର ଆସିଲେ ଶିଶିମାନେ ଅଧରକ ସଂକ୍ରମିତ ହେବାର ସମ୍ଭାବନା ଅଛି । ତୃତୀୟ ଲହର ପରେ ଚତୁର୍ଥ ଲହରର ମଧ୍ୟ ସମ୍ଭବନା ରହିଛି । ମହାରାଷ୍ଟ୍ରରେ ଶିଶୁଙ୍କ ପାଇଁ ଆଗୁଆ କୋଭିଡ୍ ହସ୍ପିଟାଲ ପ୍ରସ୍ତୁତ ହୋଇଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!