Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝାରସୁଗୁଡାରେ ଲଜ୍ଜା: ଯୁବତୀଙ୍କୁ ଗଣଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
May 7, 2021
in Crime, State
ଝାରସୁଗୁଡାରେ ଲଜ୍ଜା: ଯୁବତୀଙ୍କୁ ଗଣଦୁଷ୍କର୍ମ
116
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଲକଡାଉନ ସମୟରେ ପୁଲିସର କଡା ପହରା ସତ୍ତେ୍ୱ ଯୁବତୀଙ୍କୁ ଗଣଦୁଷ୍କର୍ମ । ଏଭଳି ଘଟଣା ଘଟିଛି ଝାରସୁଗୁଡ଼ା ସହରରେ । ଝାରସୁଗୁଡା ବସଷ୍ଟାଣ୍ଡ ପଛପଟ ଏକ ପରିତ୍ୟକ୍ତ ଘର ଭିତରେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଛି । ସୂଚନାନୁସାରେ, ଝାରସୁଗୁଡ଼ା ବସଷ୍ଟାଣ୍ଡ ପଛପଟେ ରେଳବାଇ ପୁଲିସ ଅଧୀନରେ ଥିବା ଏକ ପରିତ୍ୟକ୍ତ ଘରେ ୨ଜଣ ଯୁବକ ଜଣେ ଯୁବତୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଲକଡାଉନ ଯୋଗୁଁ ବସଷ୍ଟାଣ୍ଡ ପାଖରେ ପୁଲିସର କଡା ପହରା ଦେଇଥିବା ବେଳେ ଏହାର କିଛି ମିଟର ଦୂରରେ ଏଭଳି କାଣ୍ଡ ଭିଆଇଛନ୍ତି ଦୁର୍ବୁତ୍ତ । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ରାଉରକେଲା ରେଲୱେ ଏସପି ଅରୁଣ କୁମାର ଜେନା । ସେ କହିଛନ୍ତି ଯେ, ରେଲୱେ ଆଇଆଇସିଙ୍କୁ ଘଟଣାର ତଦନ୍ତ କରି ତୁରନ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅଭିଯୁକ୍ତଙ୍କ ବିରୁଦ୍ଧରେ ଆଇନ ଅନୁସାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବବୋଲି ସୂଚନା ମିଳିଛି

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!