Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର

by ସଞ୍ଜୟ ସ୍ୱାଇଁ
May 7, 2021
in Health, State
ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର
187
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କୋଭିଡ ମହାମାରୀ ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀମାନଙ୍କ ସଙ୍ଘରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଥିଲେ । ଏହାର ଭଡ଼ା ବାବଦକୁ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବାବେଳେ ଏହି ମହାମାରୀ ବିପଦ ସମୟରେ ମାନବିକତା ତଥା ମୁମ୍ବାଇର ଜନସାଧାରଣଙ୍କ ପ୍ରତି ସଦିଚ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାକ ନିର୍ଦ୍ଦେଶ ଦେଇଛନ୍ତି । ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ରକୁ ଜରୁରୀ ଭିତ୍ତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!