Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ଭିତରକୁ ପସିଗଲା ଟ୍ରକ:ମହିଳା ମୃତ, ସ୍ୱାମୀ ଗୁରୁତର

by ସଞ୍ଜୟ ସ୍ୱାଇଁ
May 8, 2021
in Accident, State
ବାହାଘରରୁ ଫେରୁଥିବା ବେଳେ ଟ୍ରକ ଧକ୍କା ଦେଲା: ସ୍ତ୍ରୀ ମୃତ, ସ୍ୱାମୀ ସହ ୬ ବର୍ଷର ଶିଶୁ ଆହତ
145
VIEWS
Share on FacebookShare on Twitter

କେସିଙ୍ଗା, (ବାଘୁଆବାର୍ତ୍ତା): ଆଜି ଭବାନିପାଟଣା ଅଞ୍ଚଳର ଏକ ଘର ଭିତରକୁ ଏକ ଦ୍ରୁତଗାମୀ ଟ୍ରକ ପସିଯାଇଥିବା ଦେଖିବାକୁ ମିଳିଛି । ଯାହାଫଳରେ ଜଣେ ମହିଳାଙ୍କ ମୃତ ହୋଇଥିବା ବେଳେ ମହିଳାଙ୍କ ସ୍ୱାମୀ ଗୁରୁତର ଥିବା ଜଣାପଡିଛି । ସୂଚନାନୁସାରେ, କେସିଙ୍ଗା ଥାନା ଅନ୍ତର୍ଗତ ୨୬ନଂ ଜାତୀୟ ରାଜପଥ ଦେଇ ଏକ ଦ୍ରୁତଗାମୀ ଟ୍ରକ ଆସି ଭାରସାମ୍ୟ ହରାଇ କନ୍ତେସିର ଛକ ନିକଟରେ ଜଣଙ୍କ ଘର ଭିତରକୁ ପସିଯାଇଥିଲା । ଯାହାଫଳରେ ଘର ଭିତରେ ଥିବା ମହିଳାଙ୍କର ମୃତ ହୋଇଥିବା ବେଳେ ମହିଳାଙ୍କ ସ୍ୱାମୀ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଟ୍ରକ୍ ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ କେସିଙ୍ଗା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ଶବ ଉଦ୍ଧାର କରିବା ସହିତ ଟ୍ରକଟିକୁ ଜବତ କରି ଥାନାକୁ ନେଇଥିବା ଜଣାପଡିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!