Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଙ୍ଗନାକୁ କରୋନା

by ସଞ୍ଜୟ ସ୍ୱାଇଁ
May 8, 2021
in Health, NATIONAL NEWS
କଙ୍ଗନାକୁ କରୋନା
135
VIEWS
Share on FacebookShare on Twitter

ମୁମ୍ବାଇ (ବାଘୁଆବାର୍ତ୍ତା): କରୋନା ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତା । ସେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଜରିଆରେ ଏହି ସୂଚନା ଦେଇଛନ୍ତି । କଙ୍ଗନା ଲେଖିଛନ୍ତି ଯେ କିଛି ଦିନ ହେଲା ତାଙ୍କୁ ଦୁର୍ବଳ ଲାଗୁଥିଲା । ଥକା ବି ଲାଗୁଥିଲା ତା’ ସହିତ ଆଖି ପୋଡିଲା ଭଳି ଅନୁଭବ ହେଉଥିଲା । ତାଙ୍କର ହିମାଚଳ ପ୍ରଦେଶ ଯିବାର ଥିଲା । ତେଣୁ ଗତକାଲି କରୋନା ଟେଷ୍ଟ କରାଇଥିଲେ । ଆଉ ଆଜି ରିପୋର୍ଟ ପଜିଟିଭ ଆସିଛି । କଙ୍ଗନା ଆହୁରି ଲେଖିଛନ୍ତି ଯେ ସେ ଏବେ କ୍ୱାରେଣ୍ଟାଇନରେ ଅଛନ୍ତି । ସେ ଜାଣି ନଥିଲେ ଯେ କରୋନା ଭାଇରସ ତାଙ୍କ ଶରୀରେ ପାର୍ଟି କରୁଥିଲା । ବର୍ତ୍ତମାନ ସେ ଜାଣିଯାଇଛନ୍ତି । ଏଣୁ ଭୂତାଣୁକୁ ଧ୍ୱଂସ କରିଦେବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!