Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋରୁ ଚୋରା ଚାଲାଣ, ଅଟକାଇଲେ ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
May 8, 2021
in Crime, State
ଗୋରୁ ଚୋରା ଚାଲାଣ, ଅଟକାଇଲେ ଗ୍ରାମବାସୀ
154
VIEWS
Share on FacebookShare on Twitter

ବାଲିପାଟଣା (ବାଘୁଆବାର୍ତ୍ତା): ରାଜଧାନୀ ଉପକଣ୍ଠରେ ଗୋରୁ ଚୋରା ଚାଲାଣ ହେଉଥିବା ବେଳେ ଅଟକାଇଲେ ଗ୍ରାମବାସୀ । ଘଟଣାସ୍ଥଳରେ ବଜରଙ୍ଗ ଦଳର କର୍ମୀମାନେ ପହଞ୍ଚି ପିକଅପ ଭ୍ୟାନରୁ ୫ଟି ଗୋରୁଙ୍କୁ ଉଦ୍ଧାର କରିଛନ୍ତି । ସୂଚନାଯୋଗ୍ୟ ଯେ, ବାଲିପାଟଣା ଥାନା ସାହେବନଗର ଗ୍ରାମରୁ ଏହି ଗୋରୁ ସବୁ ଭଦ୍ରକ ଯାଉଥିଲା । ପୂର୍ବରୁ ଜଗି ରହିଥିବା ଗ୍ରାମବାସୀ ଏହି ଗାଡ଼ିକୁ ଅଟକାଇଥିଲେ । ଗାଡ଼ିର ଡ୍ରାଇଭର ଲୋକମାନଙ୍କୁ ଧମକ ଚମକ ଦେଇ ଖସିଯିବାକୁ ଉଦ୍ୟମ କରୁଥିଲା । ଖବର ପାଇ ବାଲିଅନ୍ତା ପୋଲିସ ପହଞ୍ଚି ଗୋରୁ ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଅଟକ ରଖିଛି । କିଛି ମାସ ପୂର୍ବେ ସାହେବ ନଗର ଗ୍ରାମରୁ ବିପୁଳ ପରିମାଣର ଗୋମାଂସ ଜବତ କରିଥିଲା ପୋଲିସ । ଏହି ବେଆଇନ ଗୋ ଚାଲାଣ, ଗୋ ମାଂସ ଚାଲାଣ ଉପରେ ରୋକ ନ ଲାଗିଲେ ପରିସ୍ଥିତି ଭୟାବହ ହେବ ବୋଲି ବଜରଙ୍ଗ ଦଳ ଚେତାବନୀ ଦେଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!