Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା

by ସଞ୍ଜୟ ସ୍ୱାଇଁ
May 8, 2021
in Health
ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା
84
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି କୋଭିସିଲ୍ଡ ଟିକା । ୧ ଲକ୍ଷ ଟିକା ଆଜି ସେରମ ଇନଷ୍ଟିଚ୍ୟୁଟରୁ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିବା ସୂଚନା ମିଳିଛି । ଏହି ଟିକା ୧୮ ରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ । ଗତ କିଛି ଦିନ ତଳେ ଓଡ଼ିଶା ସରକାର ୧୮ ରୁ ୪୪ ବର୍ଷ ବୟସ୍କଙ୍କୁ ମାଗଣାରେ କରୋନା ଟିକା ଦେବା ନେଇ ଘୋଷଣା କରିଥିଲେ । ଏନେଇ ସରକାର ସେରମ ଇନଷ୍ଟିଚ୍ୟୁଟକୁ ଟିକା ଦେବା ପାଇଁ ଅର୍ଡର କରିଥିଲେ । ଇନଷ୍ଟିଚ୍ୟୁଟକୁ ମୋଟ ୩ କୋଟି ୭୭ ଲକ୍ଷ ଟିକା ପାଇଁ ସରକାର ଦାବି କରିଥିଲେ । ଏହାର ପ୍ରଥମ ପର୍ଯ୍ୟାୟ ଟିକା ଆଜି ଭୁବନେଶ୍ୱରରେ ପହଞ୍ଚିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!