Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଲା ଗାଈ, କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା ମଞ୍ଜୁର

by ସଞ୍ଜୟ ସ୍ୱାଇଁ
May 9, 2021
in Lifestyle, State
ବୁଲା ଗାଈ, କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା ମଞ୍ଜୁର
194
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କୋଭିଡ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲାଗାଈ, ଗୋରୁ, କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ, ୪୮ଟି ମ୍ୟୁନିସପାଲଟି ଓ ୬୧ଟି ଏନଏସିଙ୍କ ଷାଠିଏ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!