Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଆହତ

by ସଞ୍ଜୟ ସ୍ୱାଇଁ
May 9, 2021
in Accident, State
ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଆହତ
413
VIEWS
Share on FacebookShare on Twitter

ନୀଳଗିରି (ବାଘୁଆବାର୍ତ୍ତା): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଆହତ । ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ସେ ଏବଂ ତାଙ୍କ ଡ୍ରାଇଭରଙ୍କ ସହ ବ୍ୟକ୍ତିଗତ ପିଏ ମଧ୍ୟ ଆହାତ ହୋଇଥିବା ଜଣାପଡିଛି । ସୂଚନାନୁସାରେ, ସେରଗଡ଼ ଓ ଉଦଳା ରାଜ୍ୟ ରାଜପଥର ପୁଡାଶୁଳ ଛକ ନିକଟରେ ମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ମଲିଆଣି ପଟରୁ ଆସୁଥିବା ଏକ ଟ୍ରାକ୍ଟର ସହ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ମୁହାଁମୁହିଁ ଧକ୍କା ହେବା ଫଳରେ ମନ୍ତ୍ରୀ ସାମାନ୍ୟ ଆହାତ ହୋଇଥିବା ଜଣାପଡିଛି । ଏଥିରେ ତାଙ୍କ ପିଏ, ପିଏସଓ ଏବଂ ଡ୍ରାଇଭର ମଧ୍ୟ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନୀଳଗିରି ଡାକ୍ତରଖାନାକୁ ଅଣାଯାଇ ଚିକିତ୍ସା କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!