Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଳବୈଶାଖୀ ସମ୍ଭାବନା

by ସଞ୍ଜୟ ସ୍ୱାଇଁ
May 10, 2021
in Nayagarh
ଆଜି ୨୭ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା
159
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଗତ ସପ୍ତାହେ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସନ୍ଧ୍ୟା ହେବାମାତ୍ରେ କାଳବୈଶାଖୀ ମାଡ଼ି ଆସୁଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ଗୋଟିଏ ଓ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ଥିବା ନେଇ ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର ଆଦି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!