Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ପତ୍ତି ପାଇଁ ବଡ଼ ଭାଇକୁ ହତ୍ୟା!

by ସଞ୍ଜୟ ସ୍ୱାଇଁ
May 10, 2021
in Crime
ସମ୍ପତ୍ତି ପାଇଁ ବଡ଼ ଭାଇକୁ ହତ୍ୟା!
118
VIEWS
Share on FacebookShare on Twitter

ବଲାଙ୍ଗିର (ବାଘୁଆବାର୍ତ୍ତା): ସମ୍ପତ୍ତି ପାଇଁ ଜଣେ ବ୍ୟକ୍ତି ତାଙ୍କ ବଡ଼ ଭାଇଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଘଟଣାଟି ବଲାଙ୍ଗିର ଜିଲ୍ଲା କୁସମେଲ ଗାଁର । ମୃତ ବ୍ୟକ୍ତିଙ୍କ ନାଁ ଚନ୍ଦ୍ରଶେଖର କରଚେଲ । ତାଙ୍କ ସାନ ଭାଇ ତଥା ଅଭିଯୁକ୍ତ ନୀରଜ କରଚେଲ । ଚନ୍ଦ୍ରଶେଖରଙ୍କ ମୃତଦେହ ଆଜି ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଭାଲୁଡୁଙ୍ଗୁରୀ ଗାଁ ନିକଟସ୍ଥ ପାହାଡ ପାଖରୁ ମିଳିଥିଲା । ମୃତ ଦେହଟିକୁ ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ବଲାଙ୍ଗୀର ଏସଡିପିଓ ତୋଫାନ ବାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ । ତଦନ୍ତ ବେଳେ ଶବଟି ଚନ୍ଦ୍ରଶେଖରଙ୍କର ବୋଲି ଜଣାପଡିଥିଲା । ପୁଲିସ ମୃତଦେହକୁ ବ୍ୟବଛେଦ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲକୁ ପଠାଇ ଦେଇଛି । ମେ’ ୫ ତାରିଖରୁ ଚନ୍ଦ୍ରଶେଖର ନିଖୋଜ ଥିଲେ । ନୀରଜଙ୍କ ସହିତ ତାଙ୍କର ସମ୍ପତ୍ତି ଭାଗବଣ୍ଟାକୁ ନେଇ ଝଗଡା ଲାଗି ରହିଥିଲା । ତେଣୁ ନୀରଜ ତାଙ୍କୁ ହତ୍ୟା କରି ପାହାଡ ନିକଟରେ ଫିଙ୍ଗି ଦେଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତ ନୀରଜ କରଚେଲଙ୍କୁ ସଦର ଥାନା ପୁଲିସ ଅଟକ ରଖି ପଚରାଉଚରା କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!