Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଖରେ ସ୍କୁଟି ଓ ଚପଲ, ନିକଟରେ ମୃତ ଦେହ

by ସଞ୍ଜୟ ସ୍ୱାଇଁ
May 10, 2021
in Crime
ପାଖରେ ସ୍କୁଟି ଓ ଚପଲ, ନିକଟରେ ମୃତ ଦେହ
290
VIEWS
Share on FacebookShare on Twitter

ବାଲିପାଟଣା (ବାଘୁଆବାର୍ତ୍ତା): ନଦୀବନ୍ଧ ପାଖେ ପଡିଛି ଯୁବକଙ୍କ ମୃତଦେହ । ଭୁବନେଶ୍ୱର ଉପକଣ୍ଠ ଧଉଳି ଥାନା ଉତ୍ତରା ପୁର୍ତ୍ତ ବିଭାଗ ଡାକ ବଙ୍ଗଳା ଭାର୍ଗବୀ ନଦୀ ବନ୍ଧ ପାଖରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଛି । ଯୁବକଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ବୟସ ୩୦ ରୁ ୩୫ ବର୍ଷ ହେବ । ଘଟଣା ସ୍ଥଳରେ ଏକ ସ୍କୁଟର ଗାଡ଼ି ରହିଛି । ଏହାସହ ଚପଲ ମଧ୍ୟ ପଡିଛି । ତେବେ ଯୁବକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ । ଘଟଣା ସ୍ଥଳରେ ଧଉଳି ପୋଲିସ ତଦନ୍ତ କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!