Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସୁଛି ବାତ୍ୟା ‘ଟଉକଟାଏ’: ପ୍ରବଳ ବର୍ଷିବ

by ସଞ୍ଜୟ ସ୍ୱାଇଁ
May 11, 2021
in Breaking, State
ଆସୁଛି ବାତ୍ୟା ‘ଟଉକଟାଏ’: ପ୍ରବଳ ବର୍ଷିବ
786
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚଳିତ ବର୍ଷର ପ୍ରଥମ ବାତ୍ୟା । ଦକ୍ଷିଣ-ପୂର୍ବ ଆରବ ସାଗରରେ ଘନଉଛି ଚଳିତ ବର୍ଷର ପ୍ରଥମ ବାତ୍ୟା । ବାତ୍ୟାର ନାଁ ରହିଛି ‘ଟଉକଟାଏ’ । ସପ୍ତାହକ ମଧ୍ୟରେ ଭୟଙ୍କର ରୂପ ନେବ ବାତ୍ୟା । ୨୦୨୧ବର୍ଷର ପ୍ରଥମ ବାତ୍ୟା ‘ଟଉକଟାଏ’ । ବାତ୍ୟା ପ୍ରଭାବରେ କର୍ଣ୍ଣାଟକ, ତାମିଲନାଡୁରେ ପ୍ରବଳ ବର୍ଷା ହେବ । କେରଳ ଓ ଲକ୍ଷାଦୀପରେ ମଧ୍ୟ ପ୍ରବଳ ବର୍ଷା ହେବ । ଆସନ୍ତା ଗୁରୁବାର ଠାରୁ ୧୬ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଦକ୍ଷିଣ-ଦକ୍ଷିଣ ପୂର୍ବ ଲକ୍ଷାଦୀପ ଦେଇ ବାତ୍ୟା ଆସିବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!