Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ମୃତ ଶବକୁ ସାଥ ଦେଲେନି ପରିବାର, ସାଥ ଦେଲେ ଉପଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
May 12, 2021
in NATIONAL NEWS
କରୋନା ମୃତ ଶବକୁ ସାଥ ଦେଲେନି ପରିବାର, ସାଥ ଦେଲେ ଉପଜିଲ୍ଲାପାଳ
213
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କରୋନାରେ ଜୀବନ ହାରିଥିବା ବୃଦ୍ଧଙ୍କ ଶବ ନେଲେ ନାହିଁ ପରିବାର ଲୋକେ । କୋଭିଡ ହସ୍ପିଟାଲରେ ମୃତଦେହ ପଡି ରହିବା ପରେ ଶବ ସତ୍କାର କଲେ ଗଂଜାମ ଉପଜିଲ୍ଲାପାଳ । ଗତ କାଲି ଝଡ ପବନ ପରେ କୋଭିଡ କେୟାର ସେଣ୍ଟରରେ କିଛି ସମୟ ପାଇଁ ବିଜୁଳି ବିଛେଦ ହୋଇଯାଇଥିଲା । ରୋଗୀ ସେବାରେ ବାଧା ପ୍ରାପ୍ତ ହୋଇଥିଲା । ଉପଜିଲ୍ଲାପାଳ ରାଜେନ୍ଦ୍ର ମିଂଜ କୋଭିଡ କେୟାର ସେଣ୍ଟରରେ ସ୍ଥିତି ଅନୁଧ୍ୟାନ କରୁଥିବା ବେଳେ ୬୫ ବର୍ଷିୟ କାଳିଚରଣ ସାହୁଙ୍କ ମୃତ୍ୟୁ ହୋଇଥିଲା । ମୃତ୍ୟୁ ପରେ ତାଙ୍କ ମୃତଦେହ ନେବାକୁ ରାଜି ହୋଇନଥିଲେ ପରିବାର ଲୋକ । ଦୀର୍ଘ ସମୟ ଧରି ମୃତଦେହ ଡାକ୍ତରଖାନାରେ ପଡି ରହିବା ପରେ ଉପଜିଲ୍ଲାପାଳ ରାଜେନ୍ଦ୍ର ମିଂଜ ତାଙ୍କ କିଛି କର୍ମଚାରୀଙ୍କ ସହଯୋଗରେ ଶବକୁ ମଶାଣିକୁ ନେଇଥିଲେ । ଯେଉଁ ମଶାଣିରେ କରୋନା ରୋଗୀଙ୍କ ଶବ ପୋଡିବା ପାଇଁ ଗାଁ ଲୋକ ମନା କରୁଥିଲେ ସେହି ମଶାଣିରେ ଶବ ସତ୍କାର କରି ସମାଜକୁ ଭିନ୍ନ ବାର୍ତ୍ତା ଦେଇଛନ୍ତି ଉପଜିଲ୍ଲାପାଳ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!