Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ସମୟରେ ଅନନ୍ୟା ଫାଉଣ୍ଡେସନର ମାନବିକତା

by ସଞ୍ଜୟ ସ୍ୱାଇଁ
May 12, 2021
in Nayagarh, State
କରୋନା ସମୟରେ ଅନନ୍ୟା ଫାଉଣ୍ଡେସନର ମାନବିକତା
211
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) ଅନନ୍ୟା ଫାଉଣ୍ଡେସନ୍ ଆଜି ନୟାଗଡ଼ ଜିଲ୍ଲାର ଶଙ୍ଖେଇ ଗ୍ରାମର ଜଙ୍ଗଲ ଭିତରେ ରହୁଥିବା କିଛି ପରିବାର ପାଖରେ ପହଂଚି ଥିଲା। ସେଠି ରହୁଥିବା ସମସ୍ତଙ୍କ ପାଇଁ ଅନନ୍ୟା ଫାଉଣ୍ଡେସନ ପକ୍ଷରୁ କିଛି ଶୁଖିଲା ଖାଦ୍ୟ ଓ ମାସ୍କ ପ୍ରଦାନ କରା ଯାଇଥିଲା। କୁନି କୁନି ପିଲାଙ୍କ ପାଇଁ କିଛି ପାଠ୍ୟ ସମାଗ୍ରୀ ପ୍ରଦାନ କରା ଯାଇଥିଲା। କରୋନା ଭୟାବହତାକୁ ଦୃଷ୍ଟିରେ ରଖି ମାସ୍କ୍ ଓ ସାନିଟାଇଜର ବ୍ୟବହାର କରିବାକୁ ପରାମର୍ଶ ଦିଆଗଲା। କରୋନା ଲକ୍ଷଣ ଦେଖାଗଲେ ସଙ୍ଗେ ସଙ୍ଗେ ପରୀକ୍ଷା କରି ଆବଶ୍ୟକ ଅନୁସାରେ ସଂଗରୋଧ କିମ୍ବା ଡାକ୍ତରଖାନା ଯିବାକୁ ପରାମର୍ଶ ଦିଆଗଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!