Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅମାନିଆଙ୍କୁ ଛାଟ, ଓଡଗାଁ ଏନଏସିରେ ଝାମ୍ପିଲେ ଅଧିକାରୀ, ଦଣ୍ଡ ଗଣିଲେ ଦୋକାନି

by ସଞ୍ଜୟ ସ୍ୱାଇଁ
May 13, 2021
in Crime, Nayagarh
ଅମାନିଆଙ୍କୁ ଛାଟ, ଓଡଗାଁ ଏନଏସିରେ ଝାମ୍ପିଲେ ଅଧିକାରୀ, ଦଣ୍ଡ ଗଣିଲେ ଦୋକାନି
2.6k
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କୋଭିଡ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି । ଗଞ୍ଜାମ ଜିଲ୍ଲା ସିମାନ୍ତରେ ଥିବା ଓଡଗାଁ ଅଞ୍ଚଳରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି । ଏହି ଅବସରରେ ଓଡଗାଁ ବିଜ୍ଞାପିତ ଅଞ୍ଚଳର କିଛି ଅମାନିଆ ଦୋକାନି କୋଭିଡ ନିୟମକୁ ଉଲଂଘନ କରି ବ୍ୟବସାୟ କରୁଛନ୍ତି । ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି । ଓଡଗାଁ ବଜାରରେ ଥିବା ରଘୁନାଥ ବସ୍ତ୍ରାଳୟ ଉପରେ ଚଢ଼ଉ କରାଯାଇ ପାଞ୍ଚ ହଜାର ଟଙ୍କା ଜୋରିମାନା କରାଯାଇଛି । ସେହିପରି ଭାବେ ଆଜିର ଚଢ଼ଉରେ ମୋଟ ୧୦ ଜଣଙ୍କ ଠାରୁ ୧୩,୫୦୦ ଟଙ୍କା ଆଦାୟ କରାଯାଇଛି । ଆଜିର ଚଢ଼ଉରେ ତହସିଲଦାର ବିଜୟୀତା ସାମନ୍ତ ସିଂହାର, ବିଜ୍ଞାପିତ ଅଞ୍ଚଳର କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ୱାତି ମିଶ୍ର, ଓଡଗାଁ ଆଦର୍ଶ ଥାନା ଅଧିକାରିଣୀ ପ୍ରଜ୍ଞାପରମିତା ଜେନା ପ୍ରମୁଖ ସାମିଲ ଥିବା ବେଳେ ଓଡଗାଁ ଏନଏସିର କର୍ମଚାରୀମାନେ ଏହି ଚଢ଼ଉରେ ସାମିଲ ହୋଇଥିଲେ । ଆଗାମୀ ଦିନରେ ଅମାନିଆମାନେ ଜଦି ସାବାଡ ନହେବେ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!