Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ

by ସଞ୍ଜୟ ସ୍ୱାଇଁ
May 13, 2021
in Lifestyle, State
ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
162
VIEWS
Share on FacebookShare on Twitter

ପୁରୀ (ବାଘୁଆବାର୍ତ୍ତା): କରୋନା ମହାମାରୀ ଦ୍ୱିତୀୟ ଲହର କାରଣରୁ ରାଜ୍ୟରେ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିଛି । ପୁରୀ ଶ୍ରୀମନ୍ଦିର ବନ୍ଦ ରହିବାରୁ ସେବାୟତଙ୍କ ପରିବାର ଉପରେ ଏହାର ଗୁରୁତର ପ୍ରଭାବ ପଡିଛି । ଶ୍ରୀମନ୍ଦିର ପ୍ରଶାସନ ସେବାୟତ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ପ୍ରତି ପରିବାରକୁ ୧୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ଏହି ପଦକ୍ଷେପରେ ମୋଟ ୨୪୬୩ ସେବାୟତ ଉପକୃତ ହୋଇଛନ୍ତି । ମୋଟ ୨ କୋଟି ୪୬ ଲକ୍ଷ ୩୦ ହଜାର ପ୍ରଦାନ କରାଯାଇଥିବା ନୀତି ପ୍ରଶାସକ ସୂଚନା ଦେଇଛନ୍ତି । ଉଲ୍ଲେଖଯୋଗ୍ୟ, ଲକଡାଉନ କାରଣରୁ ମନ୍ଦିର ବନ୍ଦ ହେବାରୁ ସେବାୟତଙ୍କ ପରିବାର ଗୁଜୁରାଣ ମେଣ୍ଟାଇବା କଷ୍ଟକର ହୋଇ ପଡିଛି । ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥଙ୍କ ନୀତିକାନ୍ତି କରି ଯାହା କିଛି ମିଳେ ସେଥିରେ ପରିବାରର ଭରଣପୋଷଣ କରିଥାନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!