Monday, June 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦ ଜବତ:ଜଣେ ଗିରଫ୍

by ସଞ୍ଜୟ ସ୍ୱାଇଁ
May 15, 2021
in Breaking, Nayagarh
ଦେଶୀ ମଦ ଜବତ:ଜଣେ ଗିରଫ୍
451
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କଲଡାଉନ୍ ଓ ସଟଡାଉନ୍ ଫାଇଦା ଉଠାଉଛନ୍ତି କେତେକ ଅସାଧୁ ବ୍ୟବସାୟୀ । ଚୋରା ଲୁଚାରେ ବିଭିନ୍ନ ସାମଗ୍ରୀ ବ୍ୟବସାୟ କରୁଥିବା ବେଳେ ଚୋରା ମଦ ବ୍ୟବସାୟୀ ମାନେ ଏହାର ସଂପୂର୍ଣ୍ଣ ଫାଇଦା ଉଠାଇ ବ୍ୟବସାୟ କରୁଛନ୍ତି । ଚୋରା ଦେଶୀ ମଦ ବ୍ୟବସାୟ କରୁଥିବା ନେଇ ପୁଲିସ ବିଶେଷ ସୁତ୍ରରୁ ଖବର ପାଇ ବ୍ୟବସାୟୀର ଘରେ ଚଢଉ କରି ମଦ ଜବତ କରିବା ସହିତ ବ୍ୟବସାୟୀକୁ ଗିରଫ୍ କରିଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ପାରାଢିପି ଗାଁର ମନୋରଂଜନ ରାଉତ(୪୦) ଗାଁରେ ଚୋରା ଲୁଚାରେ ଦେଶୀ ମଦ ବ୍ୟବସାୟ କରୁଥିବା ନେଇ ନୂଆଗାଁ ପୁଲିସ୍ ଖବର ପାଇଥିଲା । ଆଜି ଅପରାହ୍ନରେ ନୂଆଗାଁ ପୁଲିସ୍ ଅଚାନକ୍ ଯାଇ ପାରାଢିପି ଗାଁର ମନୋରଂଜନଙ୍କ ଘରେ ଚଢଉ କରିଥିଲା । ଚଢଉ ସମୟରେ ୬ଲିଟର ଦେଶୀ ମଦ ଜବତ ହୋଇଥିଲା । ଥାନାରେ କେସ୍ ନଂ ୬୦/୨୧ରେ ମାମଲା ଋଜୁ କରି ମନୋରଂଜନକୁ ଗିରଫ୍ କରିଥିବା ନେଇ ଥାନା ଅଧିକାରୀ ରମେଶ କୁମାର ଦେବତା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!