Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଇତାନ ସାଜିଲା ସ୍ୱାମୀ:ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
May 16, 2021
in Crime, State
ସଇତାନ ସାଜିଲା ସ୍ୱାମୀ:ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ
210
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ସଇତାନ ସାଜି ସ୍ୱାମୀ । ପିଟିପିଟି ସ୍ତ୍ରୀକୁ ମାରିଦେଲା ସ୍ୱାମୀ । ଏଭଳି ସାଂଘାତିକ ଅଭିଯୋଗ ଆସିଛି ହରିଚନ୍ଦନପୁର ଥାନା ଅଞ୍ଚଳରେ । ସୂଚନାନୁସାରେ, କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଞ୍ଚଳର ସତ୍ୟାପାଳ ଗାଁର ବିମ୍ବାଧର ପାତ୍ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟ କରିନ୍ତି । କୌଣସି କାରଣକୁ ନେଇ ଶନିବାର ବିଳମ୍ବିତ ରାତିରେ କୌଣସି କାରଣ ଝଗଡ଼ା ଲାଗିଥିଲେ । ଝଗଡ଼ା ଉଗ୍ରରୂପ ନେବାରୁ ଗ୍ରାମରକ୍ଷୀ ବିମ୍ବାଧର ସ୍ତ୍ରୀ ଦୁଃଖୀ ପାତ୍ରଙ୍କୁ ବାଡ଼େଇ ବାଡ଼େଇ ମାରି ଦେଇଥିଲେ । ସକାଳୁ ପଡୋଶୀ ଲୋକ ଦୁଃଖୀ ପଡିଥିବାର ଦେଖି ତାଙ୍କୁ ନିକଟସ୍ଥ ମେଡିକାଲକୁ ନେଇଥିଲେ । ସେଠାରେ ଦୁଃଖୀକୁ ଡାକ୍ତର ମୃତ ଘୋଷଣା କରିଥିଲେ । ଖବର ପାଇ ହରିଚନ୍ଦନପୁର ପୁଲିସ ଥାନାରେ ଏକ ମାମଲା ଋଜୁ କରି ସଇତାନ ସ୍ୱାମୀ ବିମ୍ବାଧରକୁ ଗିରଫ୍ କରିବା ସହିତ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!