Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଗନ୍ନାଥ ପ୍ରସାଦ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା: ନୂଆଗାଁ ତହସିଲଦାର

by ସଞ୍ଜୟ ସ୍ୱାଇଁ
May 16, 2021
in Breaking, Nayagarh
ଜଗନ୍ନାଥ ପ୍ରସାଦ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା: ନୂଆଗାଁ ତହସିଲଦାର
465
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ଜିଲ୍ଲାରେ ମହାମାରୀ କରୋନା ସଂକ୍ରମିତ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନା କରାଯାଉଥିଲେ ମଧ୍ୟ କେତେକ ଅମାନିଆ ଯୋଗୁଁ ସଂଖ୍ୟା ନୂଆଗାଁ ବ୍ଳକରେ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ନୂଆଗାଁ ତହସିଲଦାର ପ୍ରଳୟାନନ୍ଦ ଶତପଥି, ସୋରଡ଼ା ଗ୍ରାମପଞ୍ଚାୟତର ଜଗନ୍ନାଥ ପ୍ରସାଦ ଗ୍ରାମକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସୋରଡା ପଞ୍ଚାୟତ ଅଧିନରେ ଥିବା ଜଗନ୍ନାଥ ପ୍ରସାଦ ଗ୍ରାମରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଉକ୍ତ ଗ୍ରାମକୁ ମାଇକ୍ରୋ କଣ୍ଟେନମେଣ୍ଟ କରାଯାଇଛି । ଏହି ଗ୍ରାମକୁ ବିଶୋଧନ କରାଯିବା ସହିତ ପ୍ରତ୍ୟେକ ଘରକୁଘର ବୁଲି କୋଭିଡ ପରୀକ୍ଷା କରାଯିବ । କୌଣସି ଜନସାଧାରଣ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯିବ । ଉକ୍ତ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ । ଯଦି କୌଣସି ବ୍ୟକ୍ତି ଏଥିରେ ଖିଲାପ କରନ୍ତି, ପୁଲିସ୍ ପକ୍ଷରୁ ସେହି ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!