Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାନ୍ଦପୁର କୋଭିଡ୍ ହସ୍ପିଟାଲରେ ଅଗ୍ନିଶମ ମହାନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
May 16, 2021
in Feature News, Nayagarh
ଚାନ୍ଦପୁର କୋଭିଡ୍ ହସ୍ପିଟାଲରେ ଅଗ୍ନିଶମ ମହାନିର୍ଦ୍ଦେଶକ
163
VIEWS
Share on FacebookShare on Twitter

ନୟାଗଡ଼ ,(ବାଘୁଆବାର୍ତ୍ତା): ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତ ସଂଖ୍ୟା ବଢି ଚାଲିଛି । ଏହାକୁ ନେଇ ସମସ୍ତ ବିଭାଗ ତତପରତା ଦେଖାଇ ସମୀକ୍ଷା ଆରମ୍ଭ କରିଦେଇଥିବା ଜଣାପଡିଛି । ଆଜି ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନିଶମ ମହାନିର୍ଦ୍ଦେଶକ ବିଭିନ୍ନ ଜିଲ୍ଲାରେ କୋଭିଡ୍ ହସ୍ପିଟାଲ ପରିଦର୍ଶନ କରି ସେଠାକାର ଅଗ୍ନିଶମ କର୍ମଚାରୀ ମାନଙ୍କ ସହିତ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି । ସଜାଗ ରୁହ କୌଣସି ମୃହୁତ୍ତରେ ମଧ୍ୟ କୋଭିଡ୍-୧୯ ମହାଯୁଦ୍ଧରେ ସମସ୍ତ କର୍ମଚାରୀ ସାମିଲ ହୋଇପାରନ୍ତି । ଏନେଇ ଆଜି ନୟାଗଡ଼ ଜିଲ୍ଲା ଚାନ୍ଦପୁର କୋଭିଡ୍-୧୯ ହସ୍ପିଟାଲରେ ଅଗ୍ନିଶମ ମହାନିର୍ଦ୍ଦେଶକ ଅଚାନକ ଗସ୍ତ କରି କୋଭିଡ୍ ହସ୍ପିଟାଲରେ ଅଗ୍ନିନିରାପତ୍ତ ବ୍ୟବସ୍ଥାର ଯାଞ୍ଚ କରିବା ସହିତ ନିୟୋଜିତ ଥିବା କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ଫେରିଯାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!