Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡଗାଁ ବିଭିନ୍ନ ପ୍ରକଳ୍ପର ସ୍ଥିତି ପରଖିଲେ ପ୍ରକଳ୍ପ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
May 16, 2021
in Nayagarh, State
ଓଡଗାଁ ବିଭିନ୍ନ ପ୍ରକଳ୍ପର ସ୍ଥିତି ପରଖିଲେ ପ୍ରକଳ୍ପ ନିର୍ଦ୍ଦେଶକ
820
VIEWS
Share on FacebookShare on Twitter

ଓଡଗାଁ (ବାଘୁଆବାର୍ତ୍ତା): ଓଡଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ହୋଇଥିବା ବିକାଶ ମୁଳକ କାର୍ଯ୍ୟର ସ୍ଥିତି ପରଖିଲେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ । ଜନସାଧାରଣଙ୍କ ନିମନ୍ତେ ଉତ୍ସର୍ଗୀକୃତ ହେବାକୁ ଥିବା ସମସ୍ତ ଯୋଜନାର ଟିକିନିଖ ପରଖିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ । ବାଘୁଆ ପାର୍କ ନିର୍ମାଣ ନିମନ୍ତେ ପ୍ରାଥମିକ ସ୍ତରରେ କିପରି ମାଟି ସମତୁଲ କରାଯିବ ଏବଂ ଏକ ପୋଖରୀ ନିର୍ମାଣ ପାଇଁ ପ୍ରସ୍ତାବ ଦେଇଥିଲେ । ଏଥିସହିତ ରାବେରା ପଞ୍ଚାୟତ ନୁତନ ପଞ୍ଚାୟତ ଗୃହ ଦେଖିବା ସହ ଭାଡିକିଳା ପଞ୍ଚାୟତର ନୂତନ ଗ୍ରାମ ପଞ୍ଚାୟତ ଗୃହକୁ ଦେଖିଥିଲେ । ସେହିପରି ଭାବେ ନନ୍ଦିଘର ପଞ୍ଚାୟତର ଖେଳପଡିଆ ସମେତ ବିଭିନ୍ନ ପ୍ରକଳ୍ପର ସ୍ଥିତି ପରଖିଥିଲେ । ପନ୍ତିଖାରିରେ ଖନନ ହୋଇଥିବା ଏକ ନୂତନ ପୋଖରୀ, ଦେଓଗାଁର ଏକ ପୋଖରୀ ସହିତ ରାଜ୍ୟ ସରକାରଙ୍କର ବିଭିନ୍ନ ପ୍ରକଳ୍ପର ସ୍ଥିତି ପରଖିଥିଲେ । ଓଡଗାଁ ବ୍ଳକ ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ, ସହକାରୀ ଯନ୍ତ୍ରୀ ଶରତ ଚନ୍ଦ୍ର ମଲ୍ଲିକ ଓ କନିଷ୍ଠ ଯନ୍ତ୍ରୀ ସନ୍ତୋଷ ମଲ୍ଲୀକ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!