Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁନ ୧୫ ଯାଏଁ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

by ସଞ୍ଜୟ ସ୍ୱାଇଁ
May 16, 2021
in State
ଜୁନ ୧୫ ଯାଏଁ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
137
VIEWS
Share on FacebookShare on Twitter

ପୁରୀ (ବାଘୁଆବାର୍ତ୍ତା): ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହିଥିବା ବେଳେ ପୁରୀରୁ ଆସିଛି ବଡ଼ ଖବର । ଜୁନ ୧୫ ଯାଏଁ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । କରୋନା ସଂକ୍ରମଣ ରାଜ୍ୟରେ ବଢ଼ୁଥିବା ଦେଖି ଏପରି ଏକ ବଡ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶସନ । ତେବେ ଏହି ସମୟରେ ମହାପ୍ରଭୁଙ୍କର ନୀତି ସମ୍ପନ୍ନ ହେବ ବୋଲି କୁହାଯାଇଛି । ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି ଏବଂ ଶ୍ରୀମନ୍ଦିର ଅଫିସିଆଲଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଏହି ବୈଠକରେ ସଂକ୍ରମଣକୁ ଆଖି ଆଗରେ ରଖି ଶ୍ରୀମନ୍ଦିରକୁ ଜୁନ ୧୫ ଯାଏଁ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଛି । ତେବେ ଆଗକୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି । ଏହାକୁ ଆଖି ଆଗରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ଆଗୁଆ ନିଷ୍ପତ୍ତି ନେଇଥିବା କୁହାଯାଉଛି । ଏବେ ପୁରୀରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ମଧ୍ୟ କୋଭିଡ କଟକଣାରେ ପାଳନ ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!