Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଡିଲା କରୋନା ସଚେତନତା ରଥ

by ସଞ୍ଜୟ ସ୍ୱାଇଁ
May 17, 2021
in Feature News, Nayagarh
ଗଡିଲା କରୋନା ସଚେତନତା ରଥ
88
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଡାବୁଗାଁ ବ୍ଲକରେ ବୁଲିଲା କରୋନା ସଚେତନତା ରଥ । ଏହି ସଚେତନତା ରଥକୁ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝୀ ସବୁଜ ପତାକା ଦେଖାଇ ପ୍ରାମାଣିକ ଭାବେ ଉଦଘାଟନ କରିଛନ୍ତି । ଡାବୁଗାଁ ବ୍ଲକ ପ୍ରଶାସନ ଓ ହର୍ଷ ଟ୍ରଷ୍ଟର ମିଳିତ ଭାବେ କରୋନା ସଚେତନତା ରଥ ଆଜି ଠାରୁ ଆରମ୍ଭ ହୋଇ ଶୁକ୍ରବାର ପର୍ୟ୍ୟନ୍ତ ଚାଲିବ । ଏହି ସଚେତନତା ରଥ ମାଧ୍ୟମରେ କରୋନା ଭୂତାଣୁରୁ ରକ୍ଷା ପାଇବାର ବିଭିନ୍ନ ଉପାୟ ମାନ ପ୍ରଚାର କରାଯିବ । ସଚେତନତା ବାର୍ତ୍ତା, ମାସ୍କ ପରିଧାନ କରିବା, ସାମାଜିକ ଦୂରତା ରକ୍ଷା କରିବା, ସାନିଟାଇଜର ବ୍ୟବହାର, ସଠିକ ସମୟରେ ଡାକ୍ତରଙ୍କ ପରାମର୍ଶ କରିବା ଆଦି ପ୍ରଚାର କରାଯିବା ସହ ରୋଗକୁ ଲୋକମାନେ ଭୟ ନକରିବା ପାଇଁ ପରାମର୍ଶ ଦିଆଯିବ । ଏଥିରେ ବିଡିଓ ରଞ୍ଜିତାମେରୀ ନାୟକ, ସହକାରୀ ଯନ୍ତ୍ରୀ ବିଜୟ କୁମାର ସିଂ, ଗ୍ରାମ ପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ॰ଡି॰ ପ୍ରସାଦ, ସମେତ ହର୍ଷଟ୍ରଷ୍ଟର ଜିଲ୍ଲା ସଂଯୋଜକ ଦେବାଶିଷ ପତି, ଦଳପତି ପ୍ରଭାତ କୁମାର ସାହୁ ଏବଂ ଦଳପତି ଅଲେଖ ଦଳାଇ ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!