Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଦରଥାନାରେ ଯୋଗ ଦେଲେ ଇନ୍ସିପେକ୍ଟର ଦୀପକ

by ସଞ୍ଜୟ ସ୍ୱାଇଁ
May 17, 2021
in Nayagarh
ସଦରଥାନାରେ ଯୋଗ ଦେଲେ ଇନ୍ସିପେକ୍ଟର ଦୀପକ
982
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦରଥାନା ଅଧିକାରୀ ଭାବେ ଆଜି ଇନ୍ସିପେକ୍ଟର ଦୀପକ ଖଣ୍ଡାୟତରାୟ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଜଣେ ଦକ୍ଷ ଥାନା ଅଧିକାରୀ ଭାବେ କାର୍ଯ୍ୟକରି ସେ ଗତବର୍ଷ ଜିଲ୍ଲାରେ ଶ୍ରେଷ୍ଠ ଏସଆଇ ପୁରସ୍କାର ଗ୍ରହଣ କରିଥିଲେ । ଗଣିଆ ଥାନା ଓ ପରେ ଇଟାମାଟି ଥାନାରେ କାର୍ଯ୍ୟକରି ନିଜର ଦକ୍ଷତା ପ୍ରତିବାଦନ କରିଥିବା ଶ୍ରୀଯୁକ୍ତ ଖଣ୍ଡାୟତରାୟ ସଦରଥାନାକୁ ଅପରାଧ ମୁକ୍ତ କରିବା ଉପରେ କାର୍ଯ୍ୟ କରିବେ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!