Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ଆଇନଜୀବୀ ସୁକାନ୍ତଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
May 18, 2021
in Feature News
corona
899
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡର ବରିଷ୍ଠ ଆଇନଜୀବି ସୁକାନ୍ତ ଛୋଟରାୟଙ୍କ ଆଜି ମୃତ୍ୟୁ ହୋଇ ଯାଇଛି । ଗତ ୨ ସପ୍ତାହ ଧରି ଚାନ୍ଦପୁର କୋଭିଡ ହସ୍ପିଟାଲ ଏବଂ ସଂକଟପନ୍ନ ହେବାରୁ ସମ ହସ୍ପିଟାଲକୁ ସ୍ଥାନାନ୍ତରିତ ହୋଇଥିଲେ । ତାଙ୍କ ମୃତ୍ୟୁରେ ନୟାଗଡ ଜିଲ୍ଲା ଜଣେ ସୁନାମଧନ୍ୟ ଆଇନଜୀବିଙ୍କୁ ହରାଇଲା ବୋଲି ଆୟୋଜିତ ଶୋକସଭାରେ ମତପ୍ରକାଶ ପାଇଥିଲା । ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ଶୋକସଭାରେ ସଭାପତି ବିପିନ ଧଳ ସମ୍ପାଦକ କାଳୁଚରଣ ସ୍ୱାଇଁ ପୂର୍ବତନ ସଭାପତି ରଣଜିତ ଦାଶ, ପ୍ରସନ୍ନ ରଥ, ବରିଷ୍ଠ ଆଇନଜୀବି ବିରଞ୍ଚି ଦାଶ, ପ୍ରଣବ ବିଶୋଇ ପ୍ରମୁଖଙ୍କ ସମେତ ବହୁ ଆଇନଜୀବି ଦିବଂଗତ ଆତ୍ମାର ସଦଗତି କାମନା କରି ନିରବ ପ୍ରାର୍ଥନା କରିଥିଲେ । କୋର୍ଟର ଜରୁରୀ କାର୍ୟ୍ୟ ବନ୍ଦ ରହିଥିଲା । ଭୁବନେଶ୍ୱର ସତ୍ୟନଗର ସ୍ମଶାନ ଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ସ୍ବର୍ଗତ ଛୋଟରାୟଙ୍କ ଦୁଇପୁଅ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!