Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝାଡ଼ସାହିରେ ସ୍ୱାସ୍ଥ୍ୟ ବିଭାଗର ଛାନଭିନ୍, ୬ ସଂକ୍ରମିତ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
May 18, 2021
in Nayagarh
ଝାଡ଼ସାହିରେ ସ୍ୱାସ୍ଥ୍ୟ ବିଭାଗର ଛାନଭିନ୍, ୬ ସଂକ୍ରମିତ ଚିହ୍ନଟ
891
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଝାଡ଼ସାହିରେ ୫ଜଣଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଏକ ଭୟାନକ ପରିସ୍ଥିତି ସୃଷ୍ଟି ହୋଇଛି । ଯାହା ଫଳରେ ସ୍ୱାସ୍ଥ୍ୟ ବିଭାଗର ଏକ ସ୍ୱତନ୍ତ୍ର ଟିମ ଗାଁରେ ପହଞ୍ଚି ପରିସ୍ଥିତି ପରଖିବା ପ୍ରତ୍ୟେକ ବ୍ୟକ୍ତି କରୋନା ପରୀକ୍ଷା କରିବା ପରାମର୍ଶ ଦିଆଯାଇଥିଲା । ଏହାକୁ ନେଇ ଗ୍ରାମ କମିଟି ସମସ୍ତଙ୍କ ସଚେତନ କରିଥିଲେ । ଆଜି ବ୍ଲକ ପ୍ରଶାସନ ତରଫରୁ ସ୍ୱାସ୍ଥ୍ୟ ବିଭାଗର ଏକ ସ୍ୱତନ୍ତ୍ର ଟିମ ଗାଁରେ ପହଞ୍ଚି କରୋନା ପରୀକ୍ଷା କରିଥିଲେ । ସମୁଦାୟ ୨୬୯  ଜଣଙ୍କର ଆଣ୍ଟିଜେନ କରୋନା ପରୀକ୍ଷା କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସନ୍ଦେହ ହେବାରୁ ୨୬୯ ଙ୍କ ମଧ୍ୟରୁ ୭୧ ଜଣଙ୍କ ପୁଣିଥରେ ଆର.ଟି.ପିସିଆର ଟେଷ୍ଟ ପାଇଁ ପଠାଯାଇଛି । ବ୍ଲକ ପ୍ରଶାସନ ତରଫରୁ ତହସିଲଦାର ବିଜୟିତା ସାମନ୍ତସିଂହାର, ବିଡ଼ିଓ ସ୍ୱାତିଲେଖା ଦାସ, ଆଦର୍ଶଥାନା ଅଧିକାରୀ ପ୍ରଜ୍ଞା ପାରମିତା ଜେନା ,ସ୍ୱାସ୍ଥବିଭାଗ ତରଫରୁ ସୁପର ଭାଇଜର ସୁରେନ୍ଦ୍ର ନାୟକ, ସନୋଜ କୁମାର ଗୋଛି ଏବଂ ସରପଞ୍ଚ ସନ୍ୟାସୀ ପ୍ରଧାନ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!