Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଲିଥିଲା ବାହାଘର, ପହଞ୍ଚିଲା ପ୍ରଶାସନ, ଫାଇନ ଦେଲେ ଦଶ ହଜାର

by ସଞ୍ଜୟ ସ୍ୱାଇଁ
May 18, 2021
in State
ଚାଲିଥିଲା ବାହାଘର, ପହଞ୍ଚିଲା ପ୍ରଶାସନ, ଫାଇନ ଦେଲେ ଦଶ ହଜାର
430
VIEWS
Share on FacebookShare on Twitter

ସାନଖେମୁଣ୍ଡି (ବାଘୁଆବାର୍ତ୍ତା): ବିନା ଅନୁମତିରେ ବାହାଘର ସହ ଶହ ଶହ ଲୋକଙ୍କ ପାଇଁ ଭୋଜିର ଆୟୋଜନ କରିବା ଆୟୋଜକଙ୍କୁ ମହଙ୍ଗା ପଡିଛି । ସୂଚନା ପାଇ ପ୍ରଶାସନ ପହଞ୍ଚିବା ସହିତ ଜୋରିମାନା ମଧ୍ୟ ଆଦାୟ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ ଗୋଠଗାଁରେ ବିବାହ ଭୋଜି ଚାଲିଥିବା ବେଳେ ପ୍ରଶାସନ ଚଢ଼ାଉ କରିଛି । ବିନା ଅନୁମତିରେ ସହ ସହ ଲୋକଙ୍କ ପାଇଁ ଭୋଜି କରିଥିବା ଖବର ପାଇ ପାତ୍ରପୁର ତହସିଲଦାର ଅମିତ କୁମାର ନାୟକ ଏବଂ ଜରଡା ଥାନାଧିକାରୀ ଭାବାନନ୍ଦ ପ୍ରଧାନଙ୍କ ମିଳିତ ଚଢ଼ାଉ କରିଥିଲେ । ଦଶ ହଜାର ଟଙ୍କାର ଫାଇନ ଆଦାୟ ସହ ଭୋଜି ଭାତକୁ ଗାଁରେ ବାଣ୍ଟିଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!