Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିଲା ସ୍ମାର୍ଟ ଫୋନ

by ସଞ୍ଜୟ ସ୍ୱାଇଁ
May 18, 2021
in Nayagarh
ଗାଁ ଗାଁରେ ତାସ ଖେଳ, ଭୋଜିଭାତ ବନ୍ଦ କର
569
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦର ବ୍ଲକ ଓ ଓଡ଼ଗାଁ ବ୍ଲକର ଅଙ୍ଗନବାଡ଼ିଙ୍କୁ ଆଜି ସ୍ମାର୍ଟ ଫୋନ ମିଳିଛି । ଭିସି ମାଧ୍ୟମରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସ୍ମାର୍ଟ ଫୋନ ପ୍ରଦାନ କରାଯାଇଛି । ସୂଚନାନୁସାରେ, ଅଙ୍ଗନବାଡ଼ି କର୍ମୀ, ସୁପରଭାଇଜର ଏବଂ ସିଡିପିଓ ମାନଙ୍କ କାଗଜପତ୍ର ବଦଳରେ ସବୁକାମ ସ୍ମର୍ଟ ଫୋନରେ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବ୍ୟବସ୍ଥା କରାଯାଇଛି । ଆଜି ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଡିଏସଡବ୍ଲ୍ୟୁଓ, ଓଡ଼ଗାଁ ଓ ନୟାଗଡ଼ ବ୍ଲକ ସିଡିପିଓ ଅଙ୍ଗନବାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ ଯୋଗାଣକୁ ଉଦଘାଟନ କରିଛନ୍ତି । ସରକାରଙ୍କ ୫ଟି ଅଧିନରେ ସରକାରୀ କାର୍ଯ୍ୟକୁ ସରଳୀକରଣ କରିବା ପାଇଁ ଏହି ସ୍ମାର୍ଟ ଫୋନ ପ୍ରଦାନ କରାଯାଇଛି । ଏଥିସହିତ ଦୁଇ ବ୍ଲକ ସମସ୍ତ ଅଙ୍ଗନବାଡ଼ି କର୍ମୀ ଭିସି ମାଧ୍ୟମରେ ଯୋଗ ଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!