Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରଲୋକରେ ଭିକ୍ଷାକାରୀ ମହାପାତ୍ର

by ସଞ୍ଜୟ ସ୍ୱାଇଁ
May 19, 2021
in Nayagarh
ପରଲୋକରେ ଭିକ୍ଷାକାରୀ ମହାପାତ୍ର
562
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାର ସଫଳ ଚାଷୀ ତଥା ଭରତ ଲୀଳା ନାଟକ(ଦୁଆରୀ ନାଚ)କୁ ଜିଲ୍ଲା ଏବଂ ଜିଲ୍ଲା ବାହାରେ ଲୋକପ୍ରିୟ କରିଥିବା ବିଶିଷ୍ଟ କଳାକାର ଭିକ୍ଷାକାରୀ ମହାପାତ୍ର(୮୫)ଙ୍କ ଆଜି ପୂର୍ବାହ୍ନରେ ଡିଆଁପଡ଼ା ସ୍ଥିତ ବାସଭବନରେ ପରଲୋକ ଘଟିଛି। ସେ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ଥିଲେ। ସ୍ବର୍ଗତ ଭିକ୍ଷାକାରୀ ମହାପାତ୍ର ନୟାଗଡ଼ ଜିଲ୍ଲାରେ ପ୍ରକାଶ ପାଉଥିବା ଗ୍ରହରାଜ ସପ୍ତାହିକ ଖବର କାଗଜର ପ୍ରତିଷ୍ଠାତା ସମ୍ପାଦକ ସ୍ବର୍ଗତ ହରିହର ମହାପାତ୍ରଙ୍କ ଜ୍ୟେଷ୍ଠ ଭାଇ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!