Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନ ସୁଗାର ଜବତ, ବେପାରିକୁ କାବୁ କଲେ ଲୋକେ

by ସଞ୍ଜୟ ସ୍ୱାଇଁ
May 19, 2021
in Crime, State
ବ୍ରାଉନ ସୁଗାର ଜବତ, ବେପାରିକୁ କାବୁ କଲେ ଲୋକେ
239
VIEWS
Share on FacebookShare on Twitter

ବାଲେଶ୍ୱର (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅଞ୍ଚଳରେ ଦୀର୍ଘ ଦିନ ଧରି ବ୍ରାଉନ ସୁଗାର ବେପାର କରି ଆସୁଥିବା ଜଣେ ବ୍ରାଉନ ସୁଗାର ବେପାରୀଙ୍କୁ ଲୋକେ କାବୁ କରିଛନ୍ତି । ଖବର ପାଇ ପୋଲିସ ପହଞ୍ଚି ଲୋକଙ୍କ କବଳରୁ ବ୍ରାଉନ ସୁଗାର ବେପାରୀଙ୍କୁ ଉଦ୍ଧାର କରି ଥାନାକୁ ଆଣିଛି । ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ପୋଲିସ ଜବତ କରିଛି । ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅଞ୍ଚଳରେ ବାଇତପଡା ଗାଁରେ ବ୍ରାଉନ ସୁଗାର ବେପାର କରୁଥିବା ଜଣେ ବେପାରୀଙ୍କୁ ଲୋକମାନେ ଆଜି ଅଟକ ରଖିଥିଲେ । ଖବର ପାଇଁ ମର୍ଦ୍ଦା ଫାଣ୍ଡି ଅଧିକାରୀ ପହଞ୍ଚି ବ୍ରାଉନ ସୁଗାର ବେପାରୀକୁ ଗିରଫ କରି ଥାନାକୁ ଆଣିଥିଲେ । ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!