Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଦୁଇ ବ୍ରାଉନସୁଗାର ବେପାରି ଗିରଫ

by ସଞ୍ଜୟ ସ୍ୱାଇଁ
May 19, 2021
in Nayagarh
ପୁଣି ଦୁଇ ବ୍ରାଉନସୁଗାର ବେପାରି ଗିରଫ
693
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଟାଉନଥାନା ପୁଲିସ ପୁଣି ଦୁଇ ଜଣ ବ୍ରାଉନସୁଗାର ବେପାରିକୁ ଗିରଫ କରିଛି । ସେମାନେ ହେଲେ ଖୋର୍ଦ୍ଧା ଜିଲ୍ଲା ନାଲିପଦର ଅର୍ଜ୍ଜୁନପୁର ଗ୍ରାମର କୃଷ୍ଣଚନ୍ଦ୍ର ନାୟକଙ୍କ ପୁଅ ସିଦ୍ଧାର୍ଥ ରଞ୍ଜନ ନାୟକ (୨୪) ଏବଂ ପୁବୁସାହିର ଗୋପାଳ ନାୟକଙ୍କ ପୁଅ ପ୍ରକାଶ ନାୟକ(୨୬) । ଖୋର୍ଦ୍ଧାରୁ ନୟାଗଡ଼ ଆସି ଏହି ଦୁଇ ବ୍ରାଉନସୁଗାର ବ୍ୟବସାୟୀ ରେଳ ଷ୍ଟେସନଠାରେ ସେମାନଙ୍କ କାରବାର ଚଳାଇଥିଲେ । ଖବରପାଇ ନୟାଗଡ଼ ଟାଉନଥାନା ପୁଲିସ ଆଜି ସକାଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ୫୫ଟି ପୁଡ଼ିଆ ତଥା ୪ ଗ୍ରାମ ୩୧୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି । ପୁଲିସ ପକ୍ଷରୁ ୧୦୩/୨୧ରେ ଏକ ମାମଲା ରୁଜୁ କରାଯାଇ ଗିରଫ କରାଯାଇଥିବା ଥାନା ଅଧିକାରୀ ଜୟଦୀପ ମହାନ୍ତି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!