Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ନେଲା ଓଡ଼ିଆ ଆଇଏଏସ୍ ଅଫିସରଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 19, 2021
in Breaking, NATIONAL NEWS
କରୋନା ନେଲା ଓଡ଼ିଆ ଆଇଏଏସ୍ ଅଫିସରଙ୍କ ଜୀବନ
545
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ମହାମାରୀ କରୋନା ନେଇଛି ଓଡ଼ିଆ ଆଇଏଏସ୍ ଅଫିସରଙ୍କ ଜୀବନ । ଓଡ଼ିଆ ଆଇଏଏସ୍ ଅଫିସର କେରଳ କ୍ୟାଡରେ କାର୍ଯ୍ୟରତ ଥିଲେ । ଓଡ଼ିଆ ଆଇଏଏସ୍ ଅଫିସର ମହାମାରି ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଅବସ୍ଥାରେ ତାଙ୍କୁ ୫୮ବୟସରେ ଦେହାନ୍ତ ହୋଇଛି । ଉକ୍ତ ଆଇଏଏସ୍ ଅଫିସରଙ୍କ ଘର ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ । ସୂଚନାନୁସାରେ, ସୁନ୍ଦରଗଡ଼ ଜିଲ୍ଲାର ଓଡ଼ିଆ ଆଇଏଏସ୍ ଅଫିସର ଏଡୱିନ୍ କୁଳଭୂଷଣ ମାଝୀ । ସେ ୧୯୮୯ ବ୍ୟାଚ୍ କେରଳ କ୍ୟାଡର ଆଇଏଏସ ଅଫିସର । କେନ୍ଦ୍ରୀୟ ଡେପୁଟେସନରେ ଯାଇ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ଅତିରିକ୍ତ ସଚିବ ଥିଲେ । ହଠାତ୍ ଅସୁସ୍ଥତା ହେବାରୁ କରୋନା ଟେଷ୍ଟ କରିଥିଲେ । ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଏକ ଘରୋଇ ହସ୍ପିଟାଲରେ ଆଇଏଏସ ଅଫିସରଙ୍କ ଚିକିତ୍ସା ଚାଲିଥିଲା । ସେଠାରେ ତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଗତବର୍ଷ ଆଇଏଏସ ଅଫିସରଙ୍କ ମାଆ କଟକ ଏସସିବି ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଥିବା ବେଳେ ଆଇଏଏସ୍ ଅଫିସରଙ୍କ ସ୍ତ୍ରୀ ମଧ୍ୟ କରୋନାରେ ସଂକ୍ରମିତ ହୋଇ ଚିକିତ୍ସା ଜାରି ରହିଛି । ମହାମାରୀ କରୋନାରେ ଓଡ଼ିଆ ଆଇଏଏସ୍ ଅଫିସର ଏଡୱିନ କୁଳଭୂଷଣ ମାଝୀଙ୍କ ବିୟୋଗ ଖବର ପାଇ କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନ୍ ଦୁଃଖ ପ୍ରକାଶ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!