Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାରମ୍ବାର ବିଦ୍ୟୁତ୍ କାଟ, ବଢ଼ୁଛି ଅସନ୍ତୋଷ

by ସଞ୍ଜୟ ସ୍ୱାଇଁ
May 20, 2021
in Nayagarh
ବାରମ୍ବାର ବିଦ୍ୟୁତ୍ କାଟ, ବଢ଼ୁଛି ଅସନ୍ତୋଷ
303
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଟାଣ ଖରା ଜିଲ୍ଲାବାସୀଙ୍କୁ ଅସ୍ତବ୍ୟସ୍ତ କରୁଥିବା ବେଳେ ନିଆଁ ଉପରେ ଘିଅ ଢାଳିବା ସଦୃଶ ହେଉଛି ବିଦ୍ୟୁତ୍ ବିଭାଗର ବିଦ୍ୟୁତ କାଟ ନୀତି । ନୟାଗଡ଼ ସଦର ମହକୁମାରେ ଲୋ ଭୋଲଟେଜ୍ ସାଙ୍ଗକୁ ବାରମ୍ବାର ବିଦ୍ୟୁତ୍ କଟିବା ଉପଭୋକ୍ତାଙ୍କୁ ଦୁର୍ଦ୍ଦଶା ଭିତରକୁ ଠେଲି ଦେଇଛି । ବିଦ୍ୟୁତ୍ ବିଭାଗର ଅଧିକାରୀଙ୍କୁ ଲୋକଙ୍କୁ ଦୁର୍ଦ୍ଦଶା ଦେଖା ଯାଉ ନାହିଁ । ଅତ୍ୟଧିକ ଖରା ଓ ଗରମ କାରଣରୁ ଗୋଟିଏ ଗୋଟିଏ କୋଠାରେ ଏକାଧିକ ଏସି ଲାଗିବା ଦ୍ୱାରା ଏଭଳି ସମସ୍ୟା ସୃଷ୍ଟି ହେଉଥିବା ବେଳେ ବିଦ୍ୟୁତ୍ ବିଭାଗ ନିଦାବିଷ୍ଣୁ ସାଜିଛି । ଏହାର ଆସୁ ସମାଧାନ କରିବା ପାଇଁ ସାଧାରଣରେ ଦାବି ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!