Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ ପୁଣି ଏକ ମାଇକ୍ରୋ କଣ୍ଟେନମେଣ୍ଟ

by ସଞ୍ଜୟ ସ୍ୱାଇଁ
May 20, 2021
in Feature News
ଜିଲ୍ଲାରେ କେଉଁଠି କେତେ କରୋନା ପଜେଟିଭ
147
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାର କରି ଚାଲିଥିବା ବେଳେ ଦଶପଲ୍ଲା ବ୍ଲକ ଘୋଳାହାଣ୍ଡି ଗ୍ରାମ ପଞ୍ଚାୟତ ଗୋବିନ୍ଦପୁରପାଟଣା ମୁଖ୍ୟରାସ୍ତା ଏବଂ ନୂଆସାହିକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏହି ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତହସିଲଦାର ଅକ୍ଷୟ କୁମାର ଖେମୁଣ୍ଡୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆଜି ଠାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶନାମା ବଳବତ୍ତର ରହିବ ବୋଲି ଜଣାଯାଇଛି । ଏହି ସମୟରେ ଉକ୍ତ ଅଞ୍ଚଳକୁ ବିଶୋଧନ କରାଯିବ ବୋଲି ସୁଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!